ଓଡ଼ିଆ ବାଇବଲ ୱେବସାଇଟ୍‌କୁ ଆପଣମାନଙ୍କୁ ସ୍ୱାଗତ କରୁଅଛୁ

ଏହି ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଯୁଗରେ ଆମେ ପ୍ରୟୋଗ ବିଜ୍ଞାନ (ଟେକ୍ନଲୋଜି) ବ୍ୟବହାର କରି ପରମେଶ୍ୱରଙ୍କ ପବିତ୍ର ଓ ଜୀବିତ ବାକ୍ୟ ଆପଣଙ୍କ ନିକଟକୁ ପହଞ୍ଚାଉ ଅଛୁ. ଏହି ୱେବସାଇଟ୍‌ରେ ଆପଣ ଅନେକ ପ୍ରକାରର ଖ୍ରୀଷ୍ଟିୟ ସାହିତ୍ୟ ସାମଗ୍ରୀ (ଓନଲାଇନ୍ ଓଡ଼ିଆ ବାଇବଲ, ଅଡିଓ ଓ ଭିଡିଓ, ଅଡିଓ ବାଇବଲ, ଖ୍ରୀଷ୍ଟିଅ ଓଡ଼ିଆ ପୁସ୍ତକ ଏବଂ ଭକ୍ତି ସଂଗୀତ) ସବୁ ପାଇପାରିବେ. ଏହି ୱେବସାଇଟ୍‌ରେ ଉପଲବ୍ଧ ଥିବା ସମସ୍ତ ସାହିତ୍ୟ ସାମଗ୍ରୀକୁ ଆପଣ ବିନାମୁଲ୍ୟରେ ପଢ଼ିପାରିବେ, ଶୁଣିପାରିବେ, ଦେଖିପାରିବେ, ଏବଂ ଡାଉନଲୋଡ୍ ମଧ୍ୟ କରିପାରିବେ.

ଲୂକ ସୂସମାଚାର, ଆଦର୍ଶ ମନୁଷ୍ୟ ପ୍ରକାଶ  ପାଇଲା!

Verse of the day

ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରାର୍ଥନା କଲାବେଳେ କୁହ: ‘ହେ ପରମପିତା, ଆମ୍ଭେମାନେ ପ୍ରାର୍ଥନା କରୁଛୁ ଯେ ତୁମ୍ଭ ନାମ ସର୍ବଦା ପବିତ୍ର ରହୁ। ଆମ୍ଭେମାନେ ପ୍ରାର୍ଥନା କରୁଛୁ ଯେ ତୁମ୍ଭର ରାଜ୍ୟ ଆସୁ। ଆମ୍ଭେମାନେ ଆବଶ୍ୟକ କରୁଥିବା ଖାଦ୍ୟ ଆମ୍ଭକୁ ଦିଅ। ଆମ୍ଭମାନଙ୍କର ପାପଗୁଡ଼ିକ କ୍ଷମା କରିଦିଅ, କାରଣ ଯେଉଁମାନେ ଆମ୍ଭମାନଙ୍କ ପ୍ରତି ଅନ୍ୟାୟ କରିଛନ୍ତି, ଆମ୍ଭେମାନେ ପ୍ରତ୍ୟେକଙ୍କୁ ମଧ୍ୟ କ୍ଷମା ଦେଉଛୁ। ଆମ୍ଭମାନଙ୍କୁ କଠିନ ପରୀକ୍ଷା ମଧ୍ୟରେ ପକାଅ ନାହିଁ।’ ”

Luke 11:2

 

Thanks for visiting www.odiabible.com!