ଓଡ଼ିଆ ବାଇବଲ ୱେବସାଇଟ୍‌କୁ ଆପଣମାନଙ୍କୁ ସ୍ୱାଗତ କରୁଅଛୁ

ଏହି ଅତ୍ୟାଧୁନିକ ବୈଷୟିକ ଜ୍ଞାନକୌଶଳ ଯୁଗରେ ଆମେ ପ୍ରୟୋଗ ବିଜ୍ଞାନ (ଟେକ୍ନଲୋଜି) ବ୍ୟବହାର କରି ପରମେଶ୍ୱରଙ୍କ ପବିତ୍ର ଓ ଜୀବିତ ବାକ୍ୟ ଆପଣଙ୍କ ନିକଟକୁ ପହଞ୍ଚାଉ ଅଛୁ. ଏହି ୱେବସାଇଟ୍‌ରେ ଆପଣ ଅନେକ ପ୍ରକାରର ଖ୍ରୀଷ୍ଟିୟ ସାହିତ୍ୟ ସାମଗ୍ରୀ (ଓନଲାଇନ୍ ଓଡ଼ିଆ ବାଇବଲ, ଅଡିଓ ଓ ଭିଡିଓ, ଅଡିଓ ବାଇବଲ, ଖ୍ରୀଷ୍ଟିଅ ଓଡ଼ିଆ ପୁସ୍ତକ ଏବଂ ଭକ୍ତି ସଂଗୀତ) ସବୁ ପାଇପାରିବେ. ଏହି ୱେବସାଇଟ୍‌ରେ ଉପଲବ୍ଧ ଥିବା ସମସ୍ତ ସାହିତ୍ୟ ସାମଗ୍ରୀକୁ ଆପଣ ବିନାମୁଲ୍ୟରେ ପଢ଼ିପାରିବେ, ଶୁଣିପାରିବେ, ଦେଖିପାରିବେ, ଏବଂ ଡାଉନଲୋଡ୍ ମଧ୍ୟ କରିପାରିବେ.

ଲୂକ ସୂସମାଚାର, ଆଦର୍ଶ ମନୁଷ୍ୟ ପ୍ରକାଶ  ପାଇଲା!

Verse of the day

ପରମପିତା ଆମ୍ଭମାନଙ୍କୁ ଅତ୍ୟଧିକ ପ୍ରେମ କଲେ। ଆମ୍ଭେ ପରମେଶ୍ୱରଙ୍କର ସନ୍ତାନ ରୂପେ ନାମିତ ହେବା ଦ୍ୱାରା ଆମ୍ଭ ପ୍ରତି ତାଙ୍କର ମହାନ୍ ପ୍ରେମ ପ୍ରକାଶ ପାଏ। ଆମ୍ଭେ ପ୍ରକୃତରେ ତାଙ୍କର ସନ୍ତାନ ଅଟୁ। କିନ୍ତୁ ଏ ଜଗତ (ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ) ପରମେଶ୍ୱରଙ୍କୁ ଚିହ୍ନି ପାରି ନ ଥିବାରୁ ଆମ୍ଭକୁ ମଧ୍ୟ ପରମେଶ୍ୱରଙ୍କ ସନ୍ତାନ ବୋଲି ଚିହ୍ନି ପାରୁ ନାହିଁ।

1 John 3:1

 

Thanks for visiting www.odiabible.com!

Your encouragement is valuable to us

Your stories help make websites like this possible.